Online Bible

- Reklamy -




ଦ୍ଵିତୀୟ ବିବରଣ 23:21 - ଓଡିଆ ବାଇବେଲ

21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।

Viz kapitola kopírovat

ପବିତ୍ର ବାଇବଲ

21 “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 23:21

Následuj nás:

Reklamy


Reklamy