Online Bible

- Reklamy -




ଦ୍ଵିତୀୟ ବିବରଣ 23:24 - ଓଡିଆ ବାଇବେଲ

24 ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

24 “ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ର‌କୁ ଗଲେ ସ୍ୱେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ। ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ଅବଶିଷ୍ଟ ରଖିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 23:24

Následuj nás:

Reklamy


Reklamy