Online Bible

- Reklamy -




ଦ୍ଵିତୀୟ ବିବରଣ 23:5 - ଓଡିଆ ବାଇବେଲ

5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Viz kapitola kopírovat

ପବିତ୍ର ବାଇବଲ

5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲିୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ଲେଉଟାଇ ଆଶୀର୍ବାଦ କଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 23:5

Následuj nás:

Reklamy


Reklamy