ଦ୍ଵିତୀୟ ବିବରଣ 24:14 - ଓଡିଆ ବାଇବେଲ14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ଵାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବର୍ତ୍ତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ। Viz kapitolaପବିତ୍ର ବାଇବଲ14 “ତୁମ୍ଭେ କଦାପି ଦୁଃଖୀ ଓ ଦରିଦ୍ର ଲୋକମାନଙ୍କର ଉପଦ୍ରବ କରିବ ନାହିଁ। ସେ ଇସ୍ରାଏଲୀୟ ହେଉ ବା ବିଦେଶୀୟ ହେଉ। Viz kapitola |