ଦ୍ଵିତୀୟ ବିବରଣ 24:4 - ଓଡିଆ ବାଇବେଲ4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ଵାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ। Viz kapitola |