ଦ୍ଵିତୀୟ ବିବରଣ 24:8 - ଓଡିଆ ବାଇବେଲ8 କୁଷ୍ଠ ରୋଗର ଘା’ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କୁଷ୍ଠ ରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯନିପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ। Viz kapitolaପବିତ୍ର ବାଇବଲ8 “ତୁମ୍ଭେମାନେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହେବା ଉଚିତ୍। ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନୁସାରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋଯୋଗ କର। ମୁଁ ସେମାନଙ୍କୁ ଯେପରି ଆଜ୍ଞା ଦେଇଅଛି ସେହିରୂପେ କରିବାକୁ ତୁମ୍ଭେମାନେ ମନୋଯୋଗ କରିବା ଉଚିତ୍। Viz kapitola |