Online Bible

- Reklamy -




ଦ୍ଵିତୀୟ ବିବରଣ 25:5 - ଓଡିଆ ବାଇବେଲ

5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦେବର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।

Viz kapitola kopírovat

ପବିତ୍ର ବାଇବଲ

5 “ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା'ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 25:5

Následuj nás:

Reklamy


Reklamy