Online Bible

- Reklamy -




ଦ୍ଵିତୀୟ ବିବରଣ 25:7 - ଓଡିଆ ବାଇବେଲ

7 ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେହି ପୁରୁଷ ଯେବେ ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗରଦ୍ଵାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

7 ଯଦି ସେହି ଲୋକର ଭାଇ ସେହି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗ ନିକଟକୁ ଯାଇ ଅଭିଯୋଗ କରି କହିବ ଯେ, ‘ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।’

Viz kapitola kopírovat




ଦ୍ଵିତୀୟ ବିବରଣ 25:7

Následuj nás:

Reklamy


Reklamy