Online Bible

- Reklamy -




ଦ୍ଵିତୀୟ ବିବରଣ 27:16 - ଓଡିଆ ବାଇବେଲ

16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍’।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯେ କେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Viz kapitola kopírovat

ପବିତ୍ର ବାଇବଲ

16 “ଲେବୀୟମାନେ କହିବେ, ‘ଆପଣା ପିତାମାତାଙ୍କୁ ଯିଏ ଅବଜ୍ଞା କରେ ଓ ଅସମ୍ମାନ କରେ ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍’।

Viz kapitola kopírovat




ଦ୍ଵିତୀୟ ବିବରଣ 27:16

Následuj nás:

Reklamy


Reklamy