ଦ୍ଵିତୀୟ ବିବରଣ 27:17 - ଓଡିଆ ବାଇବେଲ17 “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍’। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେ କେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaପବିତ୍ର ବାଇବଲ17 “ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପ୍ରତିବାସୀର ଭୂମିର ଚିହ୍ନ ଘୁଞ୍ଚାଏ, ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitola |