ଦ୍ଵିତୀୟ ବିବରଣ 27:19 - ଓଡିଆ ବାଇବେଲ19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେ କେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ବିଗାଡ଼େ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaପବିତ୍ର ବାଇବଲ19 “ଲେବୀୟମାନେ କହିବେ, ‘ଯେଉଁ ଲୋକ ବିଧବା, ବିଦେଶୀ, ଅନାଥଙ୍କର ନ୍ୟାୟ କରିବାରେ ବାଧା ଦିଏ ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitola |