ଦ୍ଵିତୀୟ ବିବରଣ 27:22 - ଓଡିଆ ବାଇବେଲ22 “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯେ କେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃକନ୍ୟା କି ଆପଣା ମାତୃକନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaପବିତ୍ର ବାଇବଲ22 “ଲେବୀୟମାନେ କହିବେ, ‘ଯେଉଁମାନେ ସେମାନଙ୍କ ଭଉଣୀ ବା ପିତୃକନ୍ୟା ବା ମାତୃକନ୍ୟା ସହିତ ଯୌନ ସମ୍ପର୍କ ରଖେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ଆମେନ୍।’ Viz kapitola |