ଦ୍ଵିତୀୟ ବିବରଣ 27:25 - ଓଡିଆ ବାଇବେଲ25 “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେ କେହି ନିର୍ଦ୍ଦୋଷ ପ୍ରାଣୀକି ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaପବିତ୍ର ବାଇବଲ25 “ଲେବୀୟମାନେ କହିବେ, ‘ଯେଉଁ ଲୋକ ନିର୍ଦ୍ଧୋଷ ପ୍ରାଣୀକୁ ହତ୍ୟା କରିବାକୁ ଅର୍ଥ ନିଏ ସେ ଅଭିଶପ୍ତ ହେଉ?’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitola |