Online Bible

- Reklamy -




ଦ୍ଵିତୀୟ ବିବରଣ 27:26 - ଓଡିଆ ବାଇବେଲ

26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଯେ କେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Viz kapitola kopírovat

ପବିତ୍ର ବାଇବଲ

26 “ଲେବୀୟମାନେ କହିବେ, ‘ଯେଉଁ ଲୋକ ଏହି ବ୍ୟବସ୍ଥାର ପାଳନ କରେ ନାହିଁ କିମ୍ବା ଅନୁସରଣ କରେ ନାହିଁ, ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’

Viz kapitola kopírovat




ଦ୍ଵିତୀୟ ବିବରଣ 27:26

Následuj nás:

Reklamy


Reklamy