ଦ୍ଵିତୀୟ ବିବରଣ 27:7 - ଓଡିଆ ବାଇବେଲ7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Viz kapitolaପବିତ୍ର ବାଇବଲ7 ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। Viz kapitola |