ଦ୍ଵିତୀୟ ବିବରଣ 28:1 - ଓଡିଆ ବାଇବେଲ1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ ଯନିପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ। Viz kapitolaପବିତ୍ର ବାଇବଲ1 “ବର୍ତ୍ତମାନ ତୁମ୍ଭେମାନେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସ୍ୱର ଶୁଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି, ତେବେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହୁ ଉଚ୍ଚରେ ରଖିବେ। Viz kapitola |