Online Bible

- Reklamy -




ଦ୍ଵିତୀୟ ବିବରଣ 28:45 - ଓଡିଆ ବାଇବେଲ

45 ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ ଓ ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣାର ଯେ ଯେ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

45 “ସବୁ ଅଭିଶାପ ତୁମ୍ଭ ନିକଟକୁ ଆସିବ ତୁମ୍ଭେ ନଷ୍ଟ ହେବା ପର୍ଯ୍ୟନ୍ତ। କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ବାକ୍ୟ ପ୍ରତି ତୁମ୍ଭେମାନେ କର୍ଣ୍ଣପାତ କଲ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଓ ବ୍ୟବସ୍ଥାମାନ ମାନିଲ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 28:45

Následuj nás:

Reklamy


Reklamy