ଦ୍ଵିତୀୟ ବିବରଣ 28:49 - ଓଡିଆ ବାଇବେଲ49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକି ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ; Viz kapitolaପବିତ୍ର ବାଇବଲ49 “ସଦାପ୍ରଭୁ ତୁମ୍ଭ ପାଇଁ ଦୂରରୁ ଅନ୍ୟ ଏକ ଜାତି ଆଣିବେ, ତୁମ୍ଭ ବିରୁଦ୍ଧରେ ସେମାନେ ଯୁଦ୍ଧ କରିବେ। ତୁମ୍ଭେ ସେମାନଙ୍କର ଭାଷା ବୁଝିପାରିବ ନାହିଁ। ସେମାନେ ଖୁବ୍ ଶୀଘ୍ର ଆସିବେ। ଯେପରି ଆକାଶରୁ ବାଜପକ୍ଷୀ ଓହ୍ଲାଇଲା ପରି। Viz kapitola |