ଦ୍ଵିତୀୟ ବିବରଣ 28:53 - ଓଡିଆ ବାଇବେଲ53 ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)53 ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ଅକଳରେ ପକାଇବେ, ସେହି ଅକଳରେ, ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ। Viz kapitolaପବିତ୍ର ବାଇବଲ53 ତୁମ୍ଭେମାନ ବହୁତ ଦୁଃଖ କଷ୍ଟ ଭୋଗ କରିବ। ତୁମ୍ଭ ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନେ ତୁମ୍ଭମାନଙ୍କୁ ଖାଦ୍ୟ ଦେବେ ନାହିଁ। ତୁମ୍ଭେମାନେ ଭୋକରେ ରହିବ। ତୁମ୍ଭେମାନେ ଏତେ ଭୋକରେ ରହିବ ଯେ ତୁମ୍ଭେମାନେ ଆପଣା ପୁତ୍ରକନ୍ୟାମାନଙ୍କୁ ଖାଇ ଯିବ। ସଦାପ୍ରଭୁଙ୍କ ଦତ୍ତ ତୁମ୍ଭମାନଙ୍କର ଶିଶୁ ସନ୍ତାନମାନଙ୍କୁ ତୁମ୍ଭେମାନେ ଭକ୍ଷ୍ୟଣ କରିବ। Viz kapitola |