Online Bible

- Reklamy -




ଦ୍ଵିତୀୟ ବିବରଣ 28:57 - ଓଡିଆ ବାଇବେଲ

57 ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

57 ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ପ୍ରସୂତ ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ହେତୁରୁ ସେ ସେମାନଙ୍କୁ ଗୋପନରେ ଖାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।

Viz kapitola kopírovat

ପବିତ୍ର ବାଇବଲ

57 ଏପରି ହେବ ସେହି ସ୍ତ୍ରୀ ଲୋକ ଯେଉଁ ପିଲାକୁ ଜନ୍ମ ଦେବ ତାକୁ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ୟକୁ ସେ ଖାଇ ପକାଇବ। ଯେତେବେଳେ ଶତ୍ରୁମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସେହି ସମୟରେ ଏପରି କର୍ମମାନ ଘଟିବ।

Viz kapitola kopírovat




ଦ୍ଵିତୀୟ ବିବରଣ 28:57

Následuj nás:

Reklamy


Reklamy