Online Bible

- Reklamy -




ଦ୍ଵିତୀୟ ବିବରଣ 28:9 - ଓଡିଆ ବାଇବେଲ

9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।

Viz kapitola kopírovat

ପବିତ୍ର ବାଇବଲ

9 ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସେହିପରି କରିବେ କାରଣ ତୁମ୍ଭେମାନେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।

Viz kapitola kopírovat




ଦ୍ଵିତୀୟ ବିବରଣ 28:9

Následuj nás:

Reklamy


Reklamy