ଦ୍ଵିତୀୟ ବିବରଣ 29:1 - ଓଡିଆ ବାଇବେଲ1 ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି। Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ, Viz kapitola |