Online Bible

- Reklamy -




ଦ୍ଵିତୀୟ ବିବରଣ 29:12 - ଓଡିଆ ବାଇବେଲ

12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ

Viz kapitola kopírovat

ପବିତ୍ର ବାଇବଲ

12 ତୁମ୍ଭେମାନେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଚୁକ୍ତି କରିବା ପାଇଁ ଏଠାରେ ଛିଡ଼ା ହୋଇଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚୁକ୍ତି କରୁଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 29:12

Následuj nás:

Reklamy


Reklamy