Online Bible

- Reklamy -




ଦ୍ଵିତୀୟ ବିବରଣ 29:13 - ଓଡିଆ ବାଇବେଲ

13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।

Viz kapitola kopírovat

ପବିତ୍ର ବାଇବଲ

13 ଏହି ଚୁକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ୱତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ୱର ହେବେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୂର୍ବପୁରୁଷଗଣଙ୍କ ସଙ୍ଗରେ ଏହି ଚୁକ୍ତି କରିଥିଲେ, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ।

Viz kapitola kopírovat




ଦ୍ଵିତୀୟ ବିବରଣ 29:13

Následuj nás:

Reklamy


Reklamy