ଦ୍ଵିତୀୟ ବିବରଣ 29:19 - ଓଡିଆ ବାଇବେଲ19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ କେହି ଯେପରି ଏହି ଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ଵଂସ କରିବା ପାଇଁ ଆପଣା ହୃଦୟର କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ। Viz kapitolaପବିତ୍ର ବାଇବଲ19 “ଆଉ ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ‘ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟରେ କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।’ Viz kapitola |