ଦ୍ଵିତୀୟ ବିବରଣ 29:2 - ଓଡିଆ ବାଇବେଲ2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, “ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁ ସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ତାଙ୍କ ଦେଶ ପ୍ରତି ଯେସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, Viz kapitolaପବିତ୍ର ବାଇବଲ2 ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ। Viz kapitola |