ଦ୍ଵିତୀୟ ବିବରଣ 29:28 - ଓଡିଆ ବାଇବେଲ28 ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।” Viz kapitolaପବିତ୍ର ବାଇବଲ28 ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’ Viz kapitola |