ଦ୍ଵିତୀୟ ବିବରଣ 29:6 - ଓଡିଆ ବାଇବେଲ6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୋଟୀ ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ। Viz kapitolaପବିତ୍ର ବାଇବଲ6 ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। Viz kapitola |