Online Bible

- Reklamy -




ଦ୍ଵିତୀୟ ବିବରଣ 29:7 - ଓଡିଆ ବାଇବେଲ

7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ୍ ଓ ବାଶନ୍ର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।

Viz kapitola kopírovat

ପବିତ୍ର ବାଇବଲ

7 “ତୁମ୍ଭେମାନେ ଏହି ସ୍ଥାନକୁ ଆସିଲାପରେ ହି‌ଷ୍‌ବୋନର ରାଜା ସୀହୋନ୍ ଓ ବାଶନର ରାଜା ଓଗ୍ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭେମାନେ ସେମାନଙ୍କୁ ପରାସ୍ତ କଲୁ।

Viz kapitola kopírovat




ଦ୍ଵିତୀୟ ବିବରଣ 29:7

Následuj nás:

Reklamy


Reklamy