ଦ୍ଵିତୀୟ ବିବରଣ 3:1 - ଓଡିଆ ବାଇବେଲ1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ। Viz kapitolaପବିତ୍ର ବାଇବଲ1 “ଆମ୍ଭେମାନେ ଫେରି ବାଶନକୁ ଗଲୁ। ବାଶନର ରାଜା ଓଗ୍ ଏବଂ ତାହାର ସମସ୍ତ ପ୍ରଜା ଆମ୍ଭ ସହିତ ଯୁଦ୍ଧ କରିବାକୁ ଇଦ୍ରିୟୀକି ବାହାରି ଆସିଲେ। Viz kapitola |