Online Bible

- Reklamy -




ଦ୍ଵିତୀୟ ବିବରଣ 3:20 - ଓଡିଆ ବାଇବେଲ

20 ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କର ଇସ୍ରାଏଲୀୟ ଭାତୃଗଣମାନଙ୍କୁ ସାହାଯ୍ୟ କର। ଯେପର୍ଯ୍ୟନ୍ତ ସେମାନେ ସଦାପ୍ରଭୁଙ୍କ ଦତ୍ତ ଯର୍ଦ୍ଦନ ସେପାରିସ୍ଥ ଭୂମିରେ ବାସ କରନ୍ତି। ସେମାନେ ତୁମ୍ଭମାନଙ୍କ ପରି ଭୂମି ପାଇବା ପର୍ଯ୍ୟନ୍ତ, ସେମାନଙ୍କୁ ସାହାଯ୍ୟ କର। ଏହା ପରେ ତୁମ୍ଭେମାନେ ତୁମ୍ଭଙ୍କୁ ଦିଆଯାଇଥିବା ଏହି ନିଜ ନିଜ ଦେଶକୁ ଫେରିଯିବ।’

Viz kapitola kopírovat




ଦ୍ଵିତୀୟ ବିବରଣ 3:20

Následuj nás:

Reklamy


Reklamy