ଦ୍ଵିତୀୟ ବିବରଣ 3:21 - ଓଡିଆ ବାଇବେଲ21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ଵଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ। Viz kapitolaପବିତ୍ର ବାଇବଲ21 “ଏହା ପରେ ମୁଁ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏହି ଦୁଇ ରାଜାଙ୍କ ପାଇଁ ଯାହା କରିଛନ୍ତି ତୁମ୍ଭେ ତାହା ଦେଖିଛ। ତୁମ୍ଭେ ଯେଉଁ ରାଜ୍ୟକୁ ଯାଉଛ ସେମାନଙ୍କ ପାଇଁ ସଦାପ୍ରଭୁ ସେହିପରି କରିବେ। Viz kapitola |