Online Bible

- Reklamy -




ଦ୍ଵିତୀୟ ବିବରଣ 30:4 - ଓଡିଆ ବାଇବେଲ

4 ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଯେବେ ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ତଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେଠାରୁ ହିଁ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।

Viz kapitola kopírovat

ପବିତ୍ର ବାଇବଲ

4 ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହୁତ ଦୂରକୁ ପଠାଇଥିଲେ ମଧ୍ୟ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫେରାଇ ଆଣିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 30:4

Následuj nás:

Reklamy


Reklamy