ଦ୍ଵିତୀୟ ବିବରଣ 30:8 - ଓଡିଆ ବାଇବେଲ8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitolaପବିତ୍ର ବାଇବଲ8 ଏବଂ ତୁମ୍ଭେମାନେ ପୁନ୍ନରାୟ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁଁ ଆଜି ତୁମ୍ଭମାନଙ୍କୁ କହୁଅଛି। Viz kapitola |