Online Bible

- Reklamy -




ଦ୍ଵିତୀୟ ବିବରଣ 31:12 - ଓଡିଆ ବାଇବେଲ

12 ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ଵାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।

Viz kapitola kopírovat

ପବିତ୍ର ବାଇବଲ

12 ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, ଛୋଟପିଲା ଏବଂ ବିଦେଶୀୟମାନେ ଯେଉଁମାନେ ତୁମ୍ଭ ନଗରରେ ବାସ କରୁଛନ୍ତି। ସେମାନେ ମଧ୍ୟ ଏହି ବ୍ୟବସ୍ଥା ଶୁଣିବେ। ସେମାନେ ମଧ୍ୟ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହା ପରେ ସେମାନେ ବ୍ୟବସ୍ଥା ଅନୁସାରେ କର୍ମ କରି ପାରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 31:12

Následuj nás:

Reklamy


Reklamy