ଦ୍ଵିତୀୟ ବିବରଣ 31:17 - ଓଡିଆ ବାଇବେଲ17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା , ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’ Viz kapitolaପବିତ୍ର ବାଇବଲ17 ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’ Viz kapitola |