Online Bible

- Reklamy -




ଦ୍ଵିତୀୟ ବିବରଣ 31:18 - ଓଡିଆ ବାଇବେଲ

18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେ ଯେ କୁକର୍ମ କରିବେ, ତହିଁ ନିମନ୍ତେ ସେ ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା।

Viz kapitola kopírovat

ପବିତ୍ର ବାଇବଲ

18 ଆମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ନାହିଁ, କାରଣ ସେମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରୁଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 31:18

Následuj nás:

Reklamy


Reklamy