ଦ୍ଵିତୀୟ ବିବରଣ 31:19 - ଓଡିଆ ବାଇବେଲ19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ। Viz kapitolaପବିତ୍ର ବାଇବଲ19 “ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇସ୍ରାଏଲ ଲୋକମାନଙ୍କୁ ଶିକ୍ଷା ଦିଅ। ତେବେ ଏହି ସଙ୍ଗୀତ ମୋ’ ପାଇଁ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ସାକ୍ଷୀ ହେବ। Viz kapitola |