ଦ୍ଵିତୀୟ ବିବରଣ 31:20 - ଓଡିଆ ବାଇବେଲ20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitolaପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ। Viz kapitola |