ଦ୍ଵିତୀୟ ବିବରଣ 31:5 - ଓଡିଆ ବାଇବେଲ5 ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁ ସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ। Viz kapitolaପବିତ୍ର ବାଇବଲ5 ଅନ୍ୟ ଦେଶୀୟମାନଙ୍କୁ ପରାସ୍ତ କରିବା ପାଇଁ ସଦାପ୍ରଭୁ ତୁମ୍ଭର ସହାୟକ ହେବେ। କିନ୍ତୁ ମୁଁ ତୁମ୍ଭକୁ ଯାହାସବୁ କହିଛି ତୁମ୍ଭେ ସେଗୁଡ଼ିକ ନିଶ୍ଚୟ କରିବ। Viz kapitola |