ଦ୍ଵିତୀୟ ବିବରଣ 31:8 - ଓଡିଆ ବାଇବେଲ8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ ; ଭୟ କର ନାହିଁ, କି ହତାଶ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।” Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗେଇ ନେବେ। ସେ ସ୍ୱୟଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦରେ ପକାଇବେ ନାହିଁ କି ତ୍ୟାଗ କରିବେ ନାହିଁ। ହତାଶ ହୁଅ ନାହିଁ, ଭୟ କର ନାହିଁ।” Viz kapitola |