ଦ୍ଵିତୀୟ ବିବରଣ 32:15 - ଓଡିଆ ବାଇବେଲ15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟ ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ। ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ଵରଙ୍କୁ ତ୍ୟାଗ କଲାପ, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitolaପବିତ୍ର ବାଇବଲ15 “କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ। Viz kapitola |