ଦ୍ଵିତୀୟ ବିବରଣ 32:17 - ଓଡିଆ ବାଇବେଲ17 ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେଉଁମାନେ ଭୂତ, ପରମେଶ୍ଵର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ। Viz kapitolaପବିତ୍ର ବାଇବଲ17 ସେମାନେ ବଳିଦାନ କଲେ ସେହିମାନଙ୍କ ଉଦ୍ଦେଶ୍ୟରେ ଯେଉଁମାନେ ବାସ୍ତବରେ ଦେବତା ନୁହନ୍ତି। ଯେଉଁମାନେ ନୂତନ ଦେବଗଣ ଥିଲେ, ସେମାନେ ତାଙ୍କୁ ଜାଣି ନ ଥିଲେ। ସେହି ନୂତନ ଦେବଗଣମାନଙ୍କୁ ତାଙ୍କର ପୂର୍ବପୁରୁଷମାନେ ମଧ୍ୟ ଜାଣି ନ ଥିଲେ। Viz kapitola |