ଦ୍ଵିତୀୟ ବିବରଣ 32:18 - ଓଡିଆ ବାଇବେଲ18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ଅଟ ଓ ଯେଉଁ ପରମେଶ୍ଵର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ପାସୋରି ଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ। Viz kapitolaପବିତ୍ର ବାଇବଲ18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତୁମ୍ଭେ ସେମାନଙ୍କୁ ତ୍ୟାଗ କଲ। ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ ତୁମ୍ଭେ ତାହାଙ୍କୁ ପାସୋରି ଅଛ। Viz kapitola |