ଦ୍ଵିତୀୟ ବିବରଣ 32:27 - ଓଡିଆ ବାଇବେଲ27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitolaପବିତ୍ର ବାଇବଲ27 କିନ୍ତୁ ଆମ୍ଭେ ଜାଣୁ ତାଙ୍କର ଶତ୍ରୁମାନେ କ’ଣ କହିବେ। ଶତ୍ରୁମାନେ ବୁଝି ପାରୁ ନ ଥିବେ। ସେମାନେ ଏପରି କହି ପାରନ୍ତି, “ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରି ନାହାନ୍ତି। ଆମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ଜିତିଛୁ।’” Viz kapitola |