ଦ୍ଵିତୀୟ ବିବରଣ 32:30 - ଓଡିଆ ବାଇବେଲ30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ? Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ? Viz kapitolaପବିତ୍ର ବାଇବଲ30 ଜଣେ ଲୋକ କ’ଣ ହଜାରେ ଲୋକଙ୍କୁ ଗୋଡ଼ାଇ ପାରିବ? ଦୁଇଜଣ ଲୋକ କ’ଣ ଦଶହଜାର ଲୋକଙ୍କୁ ଘଉଡ଼ାଇ ଦେଇ ପାରିବେ? ତାହା ଘଟିବ କେବଳ ଯଦି ସଦାପ୍ରଭୁ ସେମାନଙ୍କୁ ତାଙ୍କର ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରନ୍ତି। Viz kapitola |