ଦ୍ଵିତୀୟ ବିବରଣ 32:37 - ଓଡିଆ ବାଇବେଲ37 ପୁଣି ସେ କହିବେ, ସେମାନଙ୍କ ଦେବତାମାନେ କାହାନ୍ତି ? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସେ କହିବେ, ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ? Viz kapitolaପବିତ୍ର ବାଇବଲ37 ଏହା ପରେ ସଦାପ୍ରଭୁ ପୁଣି କହିବେ, ‘ସେମାନଙ୍କର ଦେବତାମାନେ କାହାନ୍ତି? ଯେଉଁ “ଶୈଳ”ରେ ସେମାନେ ଆଶ୍ରୟ ନେଲେ ସେ କାହିଁ। Viz kapitola |