ଦ୍ଵିତୀୟ ବିବରଣ 32:39 - ଓଡିଆ ବାଇବେଲ39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ। Viz kapitolaପବିତ୍ର ବାଇବଲ39 “‘ଏବେ ଦେଖ ଆମ୍ଭେ କେବଳ ପରମେଶ୍ୱର ଅଟୁ। ଆଉ କୌଣସି ଅନ୍ୟ ଦେବତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବନ ଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରୁ। କୌଣସି ବ୍ୟକ୍ତି ଆମ୍ଭ ଶକ୍ତିଠାରୁ ରକ୍ଷା କରି ପାରିବ ନାହିଁ Viz kapitola |