ଦ୍ଵିତୀୟ ବିବରଣ 32:46 - ଓଡିଆ ବାଇବେଲ46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)46 ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।” Viz kapitolaପବିତ୍ର ବାଇବଲ46 ସେ ସେମାନଙ୍କୁ କହିଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭେମାନେ ସେଥିପ୍ରତି ଧ୍ୟାନ ଦିଅ। ଏବଂ ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦେଇ ସେହି ବିଧି ଅନୁସାରେ ଚଳିବାକୁ ନିର୍ଦ୍ଦେଶ ଦିଅ। Viz kapitola |