ଦ୍ଵିତୀୟ ବିବରଣ 32:52 - ଓଡିଆ ବାଇବେଲ52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।” Viz kapitolaପବିତ୍ର ବାଇବଲ52 ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସେହି ଦେଶ, ଯାହା ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ ଯାଉଅଛୁ। କିନ୍ତୁ ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।” Viz kapitola |